Latest Odisha News

BREAKING NEWS

୨୪ ଘଣ୍ଟା ମଧ୍ୟରେ ବାହାରିଲେ ୮୭୨ ଜଣ କୋଭିଡ୍ ପଜିଟିଭ

ତିନି ପରେ ପୁଣି କରୋନା ସଂକ୍ରମଣରେ ଟିକେ ବ୍ରେକ ଲାଗିଛି  । ଗତକାଲି 1000 ଉପରେ ସଂକ୍ରମଣ ହୋଇଥିବା ବେଳେ ଆଜି ଆସିଥିବା ରିପୋର୍ଟରେ କମିଛି ସଂକ୍ରମଣ ।  ଗତ ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୮୭୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସଙ୍ଗରୋଧରୁ ୫୧୨ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୩୬୦। ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୧୨୩ ଆକ୍ରାନ୍ତ ଅଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୯୧୧୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.