ରାଉରକେଲା: ରାଉରକେଲା ମହାନଗର ନିଗମ ଅଫିସ୍କୁ ପ୍ରବେଶ ମନା । ସାଧାରଣ ଲୋକଙ୍କୁ ଆର୍ଏମ୍ସି ଅଫିସ ଯିବାକୁ ବାରଣ କରାଯାଇଛି । ଅଫିସରରେ ୪ ଜଣ ଇଂଜିନିୟରଙ୍କ ସହ କିଛି କର୍ମଚାରୀ ପଜିଟିଭ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଛି । ଏଥିସହ ଅଗଷ୍ଟ ୩୧ ଯାଏଁ ଅଫିସ ଭିତରକୁ ସାଧାରଣ ଲୋକଙ୍କ ପ୍ରବେଶ ମନା ହୋଇଛି । ଏନେଇ ଆର୍ଏମ୍ସି କମିଶନର ସୂଚନା ଦେଇଛନ୍ତି ।
BREAKING NEWS
- ୧୫ରେ ପରଦାକୁ ଆସିବ ‘ଜେଲର୍-୨’; ଟ୍ରେଲରରେ ରଜନୀକାନ୍ତଙ୍କ ଦମଦାର ଝଲକ୍
- ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚୌଦ୍ୱାର ଜେଲ୍ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ
- Kiara Advani Pregnancy: ସରାୟା ହେବେ ବଡ଼ ଭଉଣୀ! କିଆରା-ସିଦ୍ଧାର୍ଥଙ୍କ ଘରେ ପୁଣି ଶୁଭିବ କୁଆଁ କୁଆଁ ଡାକ, ନିଆରା ଢଙ୍ଗରେ ଦେଲେ ଖୁସିଖବର
- IAS ସ୍ତରରେ ଅଦଳବଦଳ; ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ ବଦଳିଲେ…
- ଜନ୍ମଦିନରେ ଜଳିଲା ଯବାନଙ୍କ ଜୁଇ; ଭି. ତେଜାଙ୍କ ପାଇଁ କାନ୍ଦୁଛି ଜନ୍ମମାଟି…
- ଗଞ୍ଜାମରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ; ୨ ଆହତ
- Repo Rate Hike: ୪ ବର୍ଷ ପରେ RBIର ବଡ଼ ଝଟକା! ବଢ଼ିଲା ରେପୋ ରେଟ୍, ମହଙ୍ଗା ହେବ ଲୋନ୍… ବଢ଼ିବ EMI
- Modi’s 25-Year: ଶାସନରେ ମୋଦିଙ୍କ ୨୫ ବର୍ଷ: ଏମିତି ଥିଲା ଗୁଜରାଟରୁ ଦିଲ୍ଲୀ ଯାତ୍ରା…ଆଜି ସାରା ଦେଶରେ ମେଗା ସେଲିବ୍ରେସନ୍!
- ‘ଆର୍ଜେଣ୍ଟିନା ସହ ଆଉ ନରହିବା ବହୁତ କଷ୍ଟ ଦେବ’: ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ନେଇ ମେସିଙ୍କ ଭାବବିହ୍ୱଳ ବିଦାୟୀ ଭାଷଣ
- ଓଲଟିଲା ୨ ଟ୍ରକ୍; କୋରାପୁଟ-ରାୟଗଡ଼ା ମଧ୍ୟରେ ଯାତାୟାତ ଠପ୍

Comments are closed.