ବେଙ୍ଗାଲୁରୁ: କର୍ଣ୍ଣାଟକର ବେଙ୍ଗାଲୁରୁ ଅଞ୍ଚଳରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବ୍ୟକ୍ତି ତ୍ରାଉମା କେୟାର ଭିକ୍ଟୋରିଆ ହସ୍ପିଟାଲର ଛାତ ଉପରୁ ଡେଇଁ ଆତ୍ମହତ୍ୟା କରିଛନ୍ତି ।
ମୃତ ବ୍ୟକ୍ତିଙ୍କ ବୟସ ୫୦ ବର୍ଷ ହୋଇଥିବା ବେଳେ ସେ ଏପ୍ରିଲ ୨୪ ତାରିଖରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।
କୌଣସି କାରଣ ବଶତଃ ସେ ଆଜି ସକାଳ ପାଖାପାଖି ୮.୩୦ ସମୟରେ ଡାକ୍ତରଖାନା ଛାତ ଉପରୁ ଡେଇଁ ଆତ୍ମହତ୍ୟା କରିଛନ୍ତି ।