Latest Odisha News

କରୋନା ଅପଡେଟ୍: ଭାରତରେ କେତେ ଛୁଇଁଲା ମୃତ୍ୟୁ ସଂଖ୍ୟା, ଜାଣନ୍ତୁ

ନୂଆଦିଲ୍ଲୀ: ମହାମାରୀ କରୋନା ପ୍ରଭାବରେ ଭାରତ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହି ସଂଖ୍ୟା ୬୪୧୨ରେ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଥିସହିତ କରୋନାଭାଇରସ ସଂକ୍ରମଣରେ ଏପର୍ଯ୍ୟନ୍ତ ୧୯୯ ଜଣଙ୍କର ମୃତ୍ୟୁ ଘଟିଥିବା ସରକାରୀ ରିପୋର୍ଟରେ ପ୍ରକାଶ ।

ଭାରତର ମହାରାଷ୍ଟ୍ର ରାଜ୍ୟ କରୋନାରେ ସର୍ବାଧିକ  ହୋଇଥିବା ବେଳେ ଏଠାରେ ମୃତ୍ୟୁ ସଂଖ୍ୟା ୭୨ ଛୁଇଁଲାଣି ।

ଏହି ଭାଇରସର ଵିସ୍ତାରକୁ ଦୃଷ୍ଟିରେ ରଖି ଭାରତ ସରକା ସାରାଦେଶକୁ ଲକଡାଉନ କରିବା ସତ୍ତ୍ୱେ ମଧ୍ୟ ଏହାର ବିସ୍ତାର ନିତ୍ୟାନ୍ତ ପକ୍ଷେ ଏକ ଚିନ୍ତାର ବିଷୟ ।

Leave A Reply

Your email address will not be published.