ଭୁବନେଶ୍ବର : ମହାମାରୀ ସମୟରେ ରାଜ୍ୟରେ ଜାରି ରହିଛି ଟିକାକରଣ । ସାରା ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଚାଲିଛି । ଏଭଳି ସ୍ଥିତିରେ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ତୁରନ୍ତ ଟିକା ଦେବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି । ଏଥିପାଇଁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ତୁରନ୍ତ ଟିକା ଦେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କାର୍ଯ୍ୟରତ ସାମ୍ବାଦିକଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରିଥିଲେ । ରାଜ୍ୟ ସରକାରଙ୍କ ଘୋଷଣା ପରେ ସାମ୍ବାଦିକଙ୍କୁ ଟିକା ଦିଆଯାଉଛି ।
BREAKING NEWS
- ଇମ୍ରାନ ଜେଲରେ ମରିଯିବେ; ମୁକ୍ତ କରିବାକୁ ଅନୁରୋଧ କଲେ ୭ ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ

Comments are closed.