Latest Odisha News

BREAKING NEWS

ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟାରେ ୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକ ଜଣକ ଖୋର୍ଦ୍ଧାରୁ ବାହାରିଛନ୍ତି । ଖୋର୍ଦ୍ଧାରୁ ୭୨ବର୍ଷୀୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍ କରୋନ ଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୪୪୫କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.