Latest Odisha News

କରୋନା ନେଲା ଆଉ ୧୫ ମୁଣ୍ଡ, ମୋଟ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି

ଭୁବନେଶ୍ୱର: ଗୋଟିଏ ପଟେ ରାଜ୍ୟରେ କରୋନା ଗ୍ରାଫ ଖସୁଥିବା ବେଳେ ଆଉ ଗେଟେ ପଟେ କରୋନା ଜନିତ ମୃତ୍ୟୁ ସଂଖ୍ୟା କିନ୍ତୁ କମୁନି । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଇଛି କିଲର ଭାଇରସ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ବର, ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

Comments are closed.