Latest Odisha News

BREAKING NEWS

କରୋନା ନେଲା ଜୀବନ, ରାଜ୍ୟରେ ଆଖିବୁଜିଲେ ଆଉ ୧୬

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କରୋନା ମହାମାରୀରେ ଗଡୁଛି ମୁଣ୍ଡ । ଆଜି ପୁଣି ଆଉ ୧୬ ଜଣଙ୍କ ଜୀବନ ନେଇଛି କିଲର ଭାଇରସ ।ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଂଚିଛି ।

ଆଜି କରୋନାରୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ମଧ୍ୟରେ ବାଲେଶ୍ୱରରୁ ସର୍ବାଧିକ ୪ଜଣ ଅଛନ୍ତି । ସେହିପରି ବାଲେଶ୍ୱରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩, କଟକରୁ ୨ ଆକ୍ରାନ୍ତ ଆଖି ବୁଜିଛନ୍ତି।  ଏହାବ୍ୟତୀତ ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀରୁ ଜଣେ ଲେଖାଏଁ  ଓ ସୁବର୍ଣ୍ଣପୁର, ଅନୁଗୁଳ ଓ ବୌଦ୍ଧରୁ ଜଣେ ଲେଖାଏଁ  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.