Latest Odisha News

BREAKING NEWS

କରୋନା ମୁକାବିଲା; ସିଏମ୍‌ସି ପାଇଁ ୧୫ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି) ଅଞ୍ଚଳରେ କୋଭିଡ୍ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏଥିପାଇଁ ସିଏମ୍‌ସି ପୂର୍ବରୁ ୨୬,୭୧,୧୯,୧୪୪ କୋଟି ଟଙ୍କା ପାଇଥିଲା।

ଏହା ସହିତ, କୋଭିଡ୍‌ ପରିଚାଳନା ପାଇଁ ସିଏମ୍‌ସିକୁ ଅନୁମୋଦିତ ମୋଟ ପରିମାଣ ୪୧,୭୯,୧୯,୧୪୪ କୋଟି ଟଙ୍କାକୁ ବୃଦ୍ଧି ପାଇଛି।

Comments are closed.