କଳାହାଣ୍ଡି: କରୋନା ମୁକାବିଲା ପାଇଁ କଳାହାଣ୍ଡି ଜିଳ୍ଲାରେ କୋଭିଡ ହସ୍ପିଟାଲ ପ୍ରସ୍ତୁତ ହୋଇଛି । ଏନେଇ ଆଜି ୫-ଟି ସଚିବ ଓ ନଗର ଉନ୍ନୟନ କମିଶନର କଳାହାଣ୍ଡି ଗସ୍ତରେ ଯାଇ କୋଭିଡ ହସ୍ପିଟାଲର ସମୀକ୍ଷା କରିଛନ୍ତି ।
୫-ଟି ସଚିବ ଭି.କେ ପାଣ୍ଡିଆନ୍ ଓ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଆଜି କଳାହାଣ୍ଡିର ଉତକେଲା ବିମାନବନ୍ଦରରେ ଓହ୍ଲାଇବା ପରେ ଭବାନୀପାଟଣାରେ ଥିବା ସରକାରୀ ଇଂଜିନିୟରିଂ କଲେଜକୁ ଗସ୍ତ କରିଥିଲେ । ଏଠାରେ ହେବାକୁ ଥିବା ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲର ପ୍ରସ୍ତୁତି ନେଇ ଜିଲ୍ଲାପାଳ ଡକ୍ଟର ଗଭାଲି ପରାଗ ହର୍ଷଦ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସହ ଆଲୋଚନା କରିଥିଲେ ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ୨୦ଟି ସ୍ଵତନ୍ତ୍ର କୋଭିଡ ହସ୍ପିଟାଲ କାର୍ୟ୍ୟକ୍ଷମ ରହିଛି । ଏକ ସପ୍ତାହ ମଧ୍ୟରେ ସମସ୍ତ ୩୦ ଜିଲ୍ଲାରେ ପ୍ରସ୍ତାବିତ ୩୫ଟି ହସ୍ପିଟାଲ କାର୍ୟ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ
- ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍

Comments are closed.