Latest Odisha News

BREAKING NEWS

ଓୟୁଏଟି ର ୫ ଛାତ୍ରଛାତ୍ରୀ କରୋନା ପଜିଟିଭ

ଭୁବନେଶ୍ୱର: ଭୁବନେଶ୍ବର OUAT ର ପାଞ୍ଚ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହାପୂର୍ବରୁ ଗତକାଲି ଉତ୍କଳ ବିଶ୍ୱବିଦ୍ୟାଳୟର ଚାରିଜଣ ହଷ୍ଟେଲ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।

ବିଏମ୍ମ‌ସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ କହିଛନ୍ତି ଯେ ସଂକ୍ରମିତ ଛାତ୍ରଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ଅନୁସନ୍ଧାନ କରାଯାଉଛି।

ଅଧିକ ମାମଲା ବାହାରିଲେ କ୍ୟାମ୍ପସକୁ ସିଲ୍ କରାଯିବ ବୋଲି ମଧ୍ୟ ସେ କହିଛନ୍ତି।

Comments are closed.