Latest Odisha News

BREAKING NEWS

ସ୍ଥଗିତ ହେଲା ଡିପ୍ଲୋମା ଏବଂ ପିଡିଆଇଏସ୍‌ ପରୀକ୍ଷା

ଭୁବନେଶ୍ୱର: ରାଜ୍ୟ ତଥା ଦେଶରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି (SCTE & VT) ଡିପ୍ଲୋମା ଏବଂ ପିଡିଆଇଏସ୍‌ ପାଠ୍ୟକ୍ରମର ପ୍ରଥମ ସେମିଷ୍ଟାର ପରୀକ୍ଷାକୁ ସ୍ଥଗିତ ରଖିଛି। ପରୀକ୍ଷା ୧୬ ଏପ୍ରିଲରୁ ଆରମ୍ଭ ହେବାର ଥିଲା।

ଓଡ଼ିଶାର SCTE & VT ର ବିଜ୍ଞପ୍ତି ଅନୁଯାୟୀ ପରୀକ୍ଷା ପାଇଁ ସଂଶୋଧିତ ତାରିଖଗୁଡିକ ଧାର୍ଯ୍ୟ ପାଠ୍ୟକ୍ରମରେ ସୂଚିତ କରାଯିବ। ଛାତ୍ରମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଥିବା ସୂଚନା ମିଳିଛି।

Leave A Reply

Your email address will not be published.