Latest Odisha News

କରୋନାର ଲମ୍ବା ଲମ୍ଫ: ୨୪ ଘଣ୍ଟାରେ ୨୫୦୦ ପାର୍

ଭୁବନେଶ୍ୱର: ସଙ୍ଗିନ ହେଉଛି କରୋନା ସ୍ଥିତି। ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୫୮୯ ଜଣ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୭୧୨୨ ରେ ପହଞ୍ଚିଛି।

ଏହାସହ ରାଜ୍ୟରେ କୋଭିଡ୍ ଟେଷ୍ଟିଂ ସଂଖ୍ୟା ମଧ୍ୟ ବଢୁଛି । ଗୋଟିଏ ଦିନରେ ଏହା ୫୦ ହଜାର ପାର ହୋଇଛି।

ଆଜି ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ୧୫୭୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୦୧୫ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨୧,୩୮୩ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୫,୩୧୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

କେଉଁ ଜିଲ୍ଲାରୁ କେତେ:

 

ଏହାସହ ରାଜ୍ୟରେ କୋଭିଡ୍ ଟେଷ୍ଟିଂ ସଂଖ୍ୟା ମଧ୍ୟ ବଢୁଛି । ଗୋଟିଏ ଦିନରେ ଏହା ୫୦ ହଜାର ପାର ହୋଇଛି।

Leave A Reply

Your email address will not be published.