Latest Odisha News

BREAKING NEWS

ରାଜ୍ୟରେ ଅଣାୟତ୍ତ କରୋନା: ଗୋଟିଏ ଦିନରେ ୪ ହଜାର ସଂକ୍ରମିତ ଚିହ୍ନଟ !

ଭୁବନେଶ୍ୱର: ରାଜ୍ୟରେ କରାଳ ରୂପ ନେଲାଣି କରୋନା ଭୂତାଣୁ। କିଛି ଦିନ ହେବ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଟପୁଛି। ଆଜି ଏହି ସଂଖ୍ୟା ୪ ହାଜର ପାଖାପାଖି ପହଞ୍ଚିଛି।

୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୩ ହଜାର ୯ ଶହ ୯୬ କରୋନା ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨୩୫୯ ଓ ଲୋକାଲ୍ କଣ୍ଟାକ୍ଟ କେସ ରହିଛି ୧୬୩୭ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦୬ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୩,୧୧୭ କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ରହିଛି ୩୪୪୫୮ ରହିଥିବା ବେଳେ ସୁସ୍ଥ ହେଲେଣି ୧୦୮୦୦୧ ଜଣ।

Leave A Reply

Your email address will not be published.