Latest Odisha News

BREAKING NEWS

ଆଉ ୨୮୦୦ ନୂଆ ସଂକ୍ରମଣ ସହ ରାଜ୍ୟରେ ୭୦ ହଜାର ଡେଇଁଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ସଙ୍ଗିନ ହେଉଛି କରୋନା ସ୍ଥିତି। ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୮୯୮ ଜଣ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦୨୦ ରେ ପହଞ୍ଚିଛି ।

BjdElectrycity

ଆଜି ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ୧୭୯୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୧୦୬ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨୨୬୫୧ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୯,୯୩୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

କେଉଁ ଜିଲ୍ଲାରୁ କେତେ:

 

ଏହାସହ ରାଜ୍ୟରେ କୋଭିଡ୍ ଟେଷ୍ଟିଂ ସଂଖ୍ୟା ମଧ୍ୟ ବଢୁଛି । ଆଜି ଗୋଟିଏ ଦିନରେ ଏହା ୫୩ ହଜାର ପାର ହୋଇଛି।

Leave A Reply

Your email address will not be published.