Latest Odisha News

ରାଜ୍ୟରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ଆଉ ୯ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୩୬୨ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୧, ଭୁବନେଶ୍ୱରରୁ ୧, ଗଞ୍ଜାମ ଜିଲ୍ଲାରୁ ୩, ମାଲକାନଗିରିରୁ ୧, ରାୟଗଡାରୁ ୨ ଓ ସମ୍ବଲପୁରରୁ ଜଣେ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

ମୃତକଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ଜାଣନ୍ତୁ…

 

Comments are closed.