ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଭୟଙ୍କର ରୁପ ନେଉଛି ମହାମାରୀ କରୋନା ଭୂତାଣୁ । ଧୀରେଧିରେ ଏହି ସଂଖ୍ୟା ବୃଦ୍ଧି ପାଇ ୨୮୬୫୭୯ ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୮୧୦୨ ଛୁଇଁଛି । ଗତ ୨୪ ଘଣ୍ଟାରେ ସର୍ବାଧିକ ୯୯୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୩୫୭ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଦେଶରେ ୧୩୭୪୪୮ ଆକ୍ଟିଭ କେସ୍ ଥିବାବେଳେ ୧୪୨,୦୨୯ ଜଣ ସୁସ୍ଥ ହୋଇଛନ୍ତି ।
ମହାରାଷ୍ଟ୍ରରେ ସର୍ବାଧିକ ଆକ୍ରାନ୍ତ ଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ରହିଛି । ରିପୋର୍ଟ ଅନୁଯାୟୀ ସଂକ୍ରମଣରେ ମହାରାଷ୍ଟ୍ର ଚାଇନାକୁ ଟପିଯାଇଛି।
BREAKING NEWS
- ଜେଲେନସ୍କିଙ୍କୁ ସମାଲୋଚନା କଲେ ଟ୍ରମ୍ପ: ନୂତନ ରାଷ୍ଟ୍ରପତି ଆସିବାର ସମୟ ଆସିଯାଇଛି
- ଭୋଟର ତାଲିକାରେ ନାମ ସାମିଲ ପାଇଁ ସ୍ୱତନ୍ତ୍ର ଅଭିଯାନ;ଯୁବ ଭୋଟରମାନଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ
- Attack on Airport:ସାଉଦି ଆରବ ଉପରେ ହୁତି ବିଦ୍ରୋହୀଙ୍କ ଆଉ ଏକ ଆକ୍ରମଣ;ବିମାନବନ୍ଦରକୁ କରାଗଲା ଟାର୍ଗେଟ
- ୧୪ ବର୍ଷରେ ୬.୮ ଲକ୍ଷ ପେଙ୍ଗୁଇନ୍ ଗାଏବ ! ଆଣ୍ଟାର୍କଟିକାର ସର୍ବବୃହତ କଲୋନୀରେ ଘଟିଲା କ’ଣ ?
- ରୋନାଲ୍ଡୋଙ୍କ ଉପରେ ବଡ଼ କାର୍ୟ୍ୟାନୁଷ୍ଠାନ: ଏଫପିଏଫ ପକ୍ଷରୁ ଅସ୍ଥାୟୀ ଭାବେ କରାଗଲା ସସପେଣ୍ଡ
- ଜେଏସ୍ଡବ୍ଲ୍ୟୁ ଷ୍ଟିଲର ଓଡ଼ିଶା ଖଣି ବିଭାଗ ପକ୍ଷରୁ ‘ମାନସିକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମ ଆୟୋଜିତ
- ସଚିନଙ୍କ ପୁଅଙ୍କ ସହ ଅନ୍ୟାୟ ! ୫୦ ୱିକେଟ୍ ନେବା ପରେ ମଧ୍ୟ ଅର୍ଜୁନଙ୍କୁ ଗୋଆ ଦଳରୁ କରାଗଲା ବାହାର
- ସାମୀଙ୍କ ବଡ଼ ବୟାନ: ଟିମ୍ ଇଣ୍ଡିଆରେ ଚୟନ ନହେବା ମୋ ପାଇଁ କୌଣସି କ୍ଷତି ନୁହେଁ
- ଅଭିଜିତ୍ ଦୀପକେଙ୍କ ଜେଜେ ମା’ଙ୍କ ଦେହାନ୍ତ, ଏଭଳି କହିଲା ଦିଲ୍ଲୀ ପୋଲିସ…
- CJP Delhi protest: କକ୍ରୋଚ ପ୍ରତିବାଦରେ ସାମିଲ ଓକିଲ ଅଟକ, CJI କହିଲେ…

Comments are closed.