ଭୁବନେଶ୍ୱର: ଫେବ୍ରୁଆରୀ ମାସ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୧ ତାରିଖରୁ ରାଜ୍ୟରେ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର । କୋଭିଡ୍ କଟକଣା ଭିତରେ ଖୋଲିବ ଓ ପାଠପଢ଼ା ଯିବ । ସେହିପରି ବାହାଘର ଓ ଶେଷକୃତ୍ୟରେ ଲୋକଙ୍କ ଯୋଗଦାନ ସଂଖ୍ୟାରେ ବୃଦ୍ଧି କରିଛନ୍ତି ସରକାର । ଏଣିକି ଆବଦ୍ଧ କ୍ଷେତ୍ରରେ ବିବାହ ଓ ଶେଷକୃତ୍ୟ କାମରେ ପାଞ୍ଚ ଶହ ଲୋକ ସାମିଲ ହୋଇ ପାରିବେ । ବଡ଼ ସମାବେଶ ଉପରେ କଟକଣା ଲାଗିଛି ।

ଜାନୁଆରୀ ମାସ ଗାଇଡଲାଇନରେ ବିବାହ ଉତ୍ସବ ଓ ଶେଷକୃତ୍ୟ ଭଳି କାର୍ଯ୍ୟରେ ଦୁଇ ଶହ ଲୋକଙ୍କୁ ଅନୁମତି ଦେଇଥିଲେ ସରକାର । ବର୍ତ୍ତମାନ ରାଜ୍ୟରେ କୋଭିଡ୍ ସ୍ଥିତିକୁ ଦେଖି ଫେବ୍ରୁଆରୀରେ କଟକଣାରେ ସାମାନ୍ୟ କୋହଳ କରାଯାଇଛି । ତେବେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବାକୁ ବାଧ୍ୟତାମୂଳକ ରହିଛି । ସମସ୍ତେ କୋଭିଡ୍ ଗାଇଡଲାଇନ୍ ମାନିବା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି ।
BREAKING NEWS
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
Comments are closed.