Latest Odisha News

BREAKING NEWS

ଆଉ ୬୭ ନୂଆ କରୋନା ପଜିଟିଭଙ୍କ ସହ ରାଜ୍ୟରେ ୧୬୦୦ ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ବେଗରେ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୬୭ କରୋନା ପଜିଟିଭ ।

ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଚିହ୍ନଟ ୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୬୫ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨ ଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.