Latest Odisha News

BREAKING NEWS

ଭୁବନେଶ୍ୱରରେ ୧୦ ତଳକୁ ଖସିଲା ଦୈନିକ କରୋନା ସଂକ୍ରମିତ ମାମଲା

ଭୁବନେଶ୍ୱର: ଭୁବନେଶ୍ୱରରୁ କରୋନା ସଂକ୍ରମିତ ସଂଖ୍ୟା କମୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଚିହ୍ନଟ ନୂଆ ୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ କେବଳ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଲୋକାଲ୍ ମାମଲା ରହିଛି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ଆକ୍ଟିଭ କେସ୍ ୨୦୦ ରହିଥିବା ବେଳେ ୩୧ ହଜାର ୭୪୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ମୃତ୍ୟୁ ମାମଲା ୨୪୩ରେ ପହଞ୍ଚିଛି। ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧,୨୭୭ରେ ପହଞ୍ଚିଛି।

Leave A Reply

Your email address will not be published.