Latest Odisha News

BREAKING NEWS

ଭୁବନେଶ୍ୱରରେ ଆରୋଗ୍ୟଙ୍କ ସଂଖ୍ୟା ୩୦ ହଜାର ଟପିଲା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୩୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେଥିମଧ୍ୟରୁ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୨୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଯାହାକୁ ମିଶାଇ ରାଜଧାନୀରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩୦,୭୨୩ରେ ପହଂଚିଛି । ସେଥି ମଧ୍ୟରୁ ୩୦,୦୨୭ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇ ସାରିଛନ୍ତି ।

ଅପରପକ୍ଷରେ ୪୫୬ଟି ସକ୍ରିୟ ମାମଲା ରହିଥିବା ବେଳେ ୨୧୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.