Latest Odisha News

BREAKING NEWS

ଦିନକରେ ଦେଶରେ ଲକ୍ଷେ ୫୨ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ, ୮୩୯ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୧ ଲକ୍ଷ ୫୨ ହଜାର ୮୭୯ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୩ ଲକ୍ଷ ୫୮ ହଜାର ୮୦୫କୁ ବୃଦ୍ଧି ପାଇଛି ।

ସେହିପରି ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ଆଉ ୮୩୯ କରୋନା ଆକ୍ରାନ୍ତ । ଏଯାଏଁ ମହାମାରୀ ଦେଶରେ ୧ ଲକ୍ଷ ୬୯ ହଜାର ୨୭୫ ଜୀବନ ନେଲାଣି।

ଗତ ୨୪ ଘଣ୍ଟାରେ ଦେଶରେ ସୁସ୍ଥ ହୋଇଛନ୍ତି ୯୦,୫୮୪। ବର୍ତ୍ତମାନ ସୁଦ୍ଧା କରୋନାରୁ ଆରୋଗ୍ୟ ଲାଭ କଲେଣି ୧ କୋଟି ୨୦ ଲକ୍ଷ ୮୧ ହଜାର ୪୪୩ ଆକ୍ରାନ୍ତ । ଆକ୍ଟିଭ୍ କେସ୍ ରହିଛି ୧୧ ଲକ୍ଷ ୦୮ ହଜାର ୦୮୭।

Leave A Reply

Your email address will not be published.