Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୬୦୭ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୦୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି-

ତେବେ ୬୦୭ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୧୬,୪୪୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୨୧ ହଜାର ୫୬୪କୁ ବୃଦ୍ଧି ପାଇଛି। ମୃତ୍ୟୁ ସଂଖ୍ୟା ୧୭୭୮ ଛୁଇଁଛି ।

Leave A Reply

Your email address will not be published.