Latest Odisha News

BREAKING NEWS

ଓଡ଼ିଶାରୁ ଦିନକରେ ୨୫୦ କରୋନା ରୋଗୀ ସୁସ୍ଥ, ଝାରସୁଗୁଡ଼ାରୁ ସର୍ବାଧିକ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୫୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏଥିମଧ୍ୟରେ ଝାରସୁଗୁଡ଼ାରୁ ସର୍ବାଧିକ ୩୩ ଜଣ ରହିଛନ୍ତି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୧୫୦କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୦୪ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୦ ହଜାର ୯୬୨ରେ ପହଞ୍ଚିଛି।

Leave A Reply

Your email address will not be published.