Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ୬୦୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।

ତେବେ ୬୦୫ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୧୫,୨୭୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୨୦ହଜାର ୮୦୩କୁ ବୃଦ୍ଧି ପାଇଛି। ଆକ୍ଟିଭ୍ କେସ୍ ୪ହଜାର ୩୨୦ ରହିଛି ।

Leave A Reply

Your email address will not be published.