ଭୁବନେଶ୍ୱର: କରୋନା ଭୂତାଣୁ ରୋଗ (କୋଭିଡ୍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ସ୍ୱାସ୍ଥ୍ୟ ବିଭାଗର ତତ୍ପରତା ସତ୍ତ୍ୱେ ମଧ୍ୟ ଏହି ଭୂତାଣୁ ଧୀରେ ଧୀରେ ବଢ଼ିବାରେ ଲାଗିଛି । ମଙ୍ଗଳବାର ସୁଦ୍ଧା ଏହି ଭୂତାଣୁ ଓଡ଼ିଶାର ୧୬ ଟି ଜିଲ୍ଲାରେ ପ୍ରବେଶ କରି ସାରିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଏହା ମଧ୍ୟରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ ଛୁଇଁଛି।
ତେବେ ଓଡ଼ିଶାର କେଉଁ ଜିଲ୍ଲାରେ କେତେ ରହିଛି କରୋନା ଆକ୍ରାନ୍ତ ଓ ଆରୋଗ୍ୟଙ୍କ ସଂଖ୍ୟା ଆସନ୍ତୁ ଜାଣିବା..
Comments are closed.