Latest Odisha News

BREAKING NEWS

କରୋନା ଅପଡେଟ: ଓଡ଼ିଶା ସମେତ, ଭାରତ ଓ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ବିଶ୍ଵବ୍ୟାପୀ ଏବେ ସାମ୍ନାକୁ ଆସୁଛି କରୋନାର କରୁଣ ଚିତ୍ର ।

ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଆଜି ଦିନ ୧୧ ଟା ସୁଦ୍ଧା ୨୬, ୩୭, ୯୧୧ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୧,୮୪, ୨୩୫ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୭,୧୭,୮୨୨ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି।

ସେହିପରି ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୩୯୩ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୬୮୧ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୪,୨୫୮ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଅନ୍ୟପଟେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩ କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ରେ ରହିଛି ।

ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ ଜଣ ସୁସ୍ଥତା ଲାଭ କରିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।

Leave A Reply

Your email address will not be published.