Latest Odisha News

BREAKING NEWS

ରାଜ୍ୟରେ ଉପରମୁଁହା କରୋନା ଗ୍ରାଫ: ମୋଟ ସଂଖ୍ୟା ୫୦ ହଜାର ପାର୍

ଭୁବନେଶ୍ୱର: ରାଜ୍ୟରେ ସାଂଘାତିକ ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରେକର୍ଡ ଭାଙ୍ଗୁଛି ସଂଖ୍ୟା । ରାଜ୍ୟରେ ଆଜି ମଧ୍ୟ ୧୫୦୦ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ସର୍ବଧିକ ୧୮୭୬ ଜଣ କରୋନା ପଜିଟିଭ ଚିହ୍ନଟ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍ କେନ୍ଦ୍ରରୁ ୧୧୮୨ ଜଣ ଚିହ୍ନଟ ହୋଇଥିବାବେଳେ ୬୯୪ ଲୋକାଲ କେସ୍ ରହିଛି।

ଓଡିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୦୬୭୨ ରେ ପହଞ୍ଚିଛି । ସେଥିମଧ୍ୟରେ ୧୫୫୦୯ ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୪୮୦୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ…

 

Leave A Reply

Your email address will not be published.