ପୁରୀ: ପ୍ରଥମ ପର୍ଯ୍ୟାୟରେ ପୁରୀର ପହଞ୍ଚିଛି ସେରମ୍ ଇନଷ୍ଟିଚ୍ୟୁଟର କୋଭିସିଲ୍ଡ ଭ୍ୟାକସିନ୍ । ଜିଲ୍ଲା ସଦର ମହକୁମା ଡାକ୍ତରଖାନା ପରିସରରେ ଥିବା ଟିକା ଭଣ୍ଡାରରେ ଏହାକୁ ସଂରକ୍ଷିତ ରଖାଯାଇଛି । ପ୍ରାୟ ୭ହଜାର ଡୋଜ୍ ଭ୍ୟାକସିନ୍ ଆସିଥିବା ସୂଚନା ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ । ଆଜି ସିଡିଏମଓଙ୍କ ଅଧକ୍ଷତାରେ ଏକ ଟାସ୍କ ଫୋର୍ସ ଟିକାକରଣ କାର୍ଯ୍ୟକ୍ରମର ସମୀକ୍ଷା କରିବେ ।


ପୁରୀ ଜିଲ୍ଲାର ପ୍ରାୟ ୧୦ହଜାର ୭୭୯ ସ୍ୱାସ୍ଥ୍ୟକର୍ମୀ ଓ ଆଗ ଧାଡିର କରୋନା ଯୋଦ୍ଧାଙ୍କୁ ଟିକାକରଣ ପାଇଁ ତାଲିକା ପ୍ରସ୍ତୁତ ହୋଇଛି । ସେମାନଙ୍କ ମଧ୍ୟ୍ୟରେ ଅଛନ୍ତି ୫,୧୪୯ ଅଙ୍ଗନବାଡି କର୍ମୀ, ୧,୫୩୫ ଆଶାକର୍ମୀ, ୧୯୬ ଡାକ୍ତର, ୩,୬୧୧ ପାରାମେଡିକାଲ କର୍ମଚାରୀ ଓ ବେସରକାରୀ ଡାକ୍ତରଖାନାର ୨୯୬ ଜଣ । ପୁରୀ ଜିଲ୍ଲାର ୬୮ଟି ସ୍ଥାନରେ ଟିକାକରଣ କରାଯିବ । ଏହି କାମରେ ନିୟୋଜିତ ରହିବେ ପ୍ରାୟ ୨୭୮ ଜଣ ଭ୍ୟାକସିନେଟର୍ ବା ଟିକାଦାତା ।
BREAKING NEWS
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
- KC Tyagi Quits JDU: ଜେଡିୟୁକୁ ବଡ଼ ଝଟକା, ନୀତିଶ ରାଜ୍ୟସଭା ମୁକୁଟ ପିନ୍ଧିବାର ଦିନକ ପରେ ଦଳ ଛାଡିଲେ କେସି ତ୍ୟାଗୀ
- SCB Medical Fire: ଏସସିବି ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି, ବିଧାନସଭାରେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ
- Pakistan Airstrike: ପାକିସ୍ତାନର ଭୟଙ୍କର ବିମାନ ଆକ୍ରମଣ
Comments are closed.