ଭୁବନେଶ୍ୱର: କରୋନା ପାଇଁ ଚାରିଆଡେ କଟକଣା ଜାରି ହୋଇଥିବା ବେଳେ ଗ୍ରୋସରୀ ଦୋକନା ଖୋଲିବା ନେଇ କୌଣସି କଟକଣା ରହିବ ନାହିଁ । ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ । ତେବେ ଦୋକନଗୁଡିକରେ ଅଜଥା ଭିଡ ନ ଜମାଇବାକୁ କୁହାଯାଇଛି । କେବଳ ଗ୍ରୋସରୀ ନୁହେଁ କ୍ଷୀର, ଫଳ, ପନିପରିବା ଓ ଔଷଧ ଦୋକାନ ଖୋଲା ରହିବ ବୋଲି କୁହାଯାଇଛି ।
ସେହିପରି ଆଇଟି କମ୍ପାନୀ କର୍ମଚାରୀଙ୍କୁ ୧୪ ଦିନ ଯାଏଁ ଅଫିସ ନଆସି ଘରେ ରହି କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଘରେ କାମ ନ କରିପାରିଲେ ଛୁଟିରେ ଯିବାକୁ କୁହାଯାଇଛି । ଯଦି କେହି ନିୟମ ନମାନନ୍ତି ତେବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ।
ସେହିପରି ଥାନାଗୁଡିକରେ ମଧ୍ୟ ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦିଆଯାଉଥିବା କିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ସମସ୍ତ ଥାନାରେ ସ୍ୱଚ୍ଛତା ପାଇଁ ସାନିଟାଇଜର ଦିଆଯାଇଛି ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ପାଟିରେ ପଶିଗଲା କଉ ମାଛ…ଚାଲିଗଲା ଯୁବକଙ୍କ ଜୀବନ
Comments are closed.