ନୂଆଦିଲ୍ଲୀ: କ୍ରିକେଟ ସାଉଥ ଆଫ୍ରିକା ସୋମବାର ଭାରତ ବିପକ୍ଷ କ୍ରିକେଟ ସିରିଜ ପାଇଁ ନୂତନ କାର୍ଯ୍ୟସୂଚୀ ଘୋଷଣା କରିଛି । ଓମକ୍ରନ ସଂକ୍ରମିତ ହାର ଦକ୍ଷିଣ ଆଫ୍ରିକାରେ ଅଧିକ ରହୁଥିବାରୁ ସୁରକ୍ଷା ଦୃଷ୍ଟିକୋଣରୁ ଭାରତ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ(୧୭ ଡିସେମ୍ବର)ରେ ପରିବର୍ତନ କରିବା ପାଇଁ ଅନୁରୋଧ କରିଥିଲା । ବର୍ତମାନ ଏହି ସିରିଜ ୧୯ ଜାନୁୟାରୀରୁ ଆରମ୍ଭ ହେବ । ଟି୨୦ ସିରିଜ ଆସନ୍ତା ବର୍ଷ ଆୟୋଜିତ ହେବ ।
କାର୍ଯ୍ୟସୂଚୀ
ଟେଷ୍ଟ ସିରିଜ-ପ୍ରଥମ ଟେଷ୍ଟ: ୨୬ରୁ ୩୦ ଡିସେମ୍ବର(ସେଂଚୁରିଆନ), ଦ୍ୱିତୀୟ ଟେଷ୍ଟ: ୩ରୁ ୭ ଜାନୁୟାରୀ (ଜୋହାନ୍ସବର୍ଗ), ତୃତୀୟ ଟେଷ୍ଟ ୧୧ରୁ ୧୫ ଜାନୁୟାରୀ (କେପଟାଉନ) । ଦିନିକିଆ ସିିରିଜ-ପ୍ରଥମ ଦିନିକିଆ: ଜାନୁୟାରୀ ୧୯(ପର୍ଲ), ଦ୍ୱିତୀୟ ଦିନିକିଆ: ୨୧ ଜାନୁୟାରୀ (ପର୍ଲ), ତୃତୀୟ ଦିନିକିଆ: ୨୩ ଜାନୁୟାରୀ (କେପଟାଉନ) ।
BREAKING NEWS
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ
- Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା ସଂଖ୍ୟା, ‘ସ୍ୱର୍ଣ୍ଣ’ରେ କାହିଁକି ପଛରେ ପଡ଼ିଲା ଭାରତ?

Comments are closed.