ଭୁବନେଶ୍ୱର: ରାଜ୍ୟରେ ବାଘ ଛାଲ ରାକେଟର ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି । ପୁଣି ଦୁଇ ଜଣ ବାଘ ଛାଲ ଶିକାରୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ନୟାଗଡ଼ ଅଞ୍ଚଳରୁ ଜଣେ ଶିକାରୀ ଓ ସହଯୋଗୀଙ୍କୁ ଗିରଫ କରାଯାଇଛି । ୪ ଲକ୍ଷ ଟଙ୍କାରେ ଡିଲ୍ ଚାଲିଥିବା ବେଳେ ଖବର ପାଇ ହଠାତ୍ ପହଞ୍ଚିଥିଲା ଏସଟିଏଫ୍ । ଘଟଣାସ୍ଥଳରୁ ଶିକାରୀ ଓ ବେପାରୀଙ୍କୁ ବାନ୍ଧିଛି । ଜବତ ହୋଇଛି ଗୋଟିଏ କଲରାପତରିଆ ବାଘ ଛାଲ । ଏହି ଘଟଣାରେ ଦୁଇ ଅଭିଯୁକ୍ତକୁ ଅଧିକ ପଚରାଉଚରା କରୁଛି ଏସଟିଏଫ୍ । ଆଉ କେଉଁମାନେ ସଂପୃକ୍ତ ଅଛନ୍ତି ଓ କେଉଁ ଯାଏ ଲମ୍ବିଛି ଚେର, ସେନେଇ ଖୋଳତାଡ ଚାଲିଛି ।
BREAKING NEWS
- Serious allegations against SCB Medical:ମେଡିକାଲ ବିରୋଧରେ ସାଂଘାତିକ ଅଭିଯୋଗ;ମାନସିକ ରୋଗୀଙ୍କୁ ପିଟିପିଟି ହତ୍ୟା !
- Mangaluru Blast at MRPL: ରିଫାଇନାରୀ ଅଘଟଣରେ ଜଣେ ମୃତ, ୯ ଆହତ
- Jail or Hotel ? ଜନ ଆସନ୍ତୋଷ ପରେ ବୁଲିଲା ବୁଲଡୋଜର
- ନିର୍ବାଚନରେ ପୁଣି ବ୍ୟାଲଟ୍ ପେପର ଫେରାଇ ଆଣିବାକୁ ଇଣ୍ଡିଆ ମେଣ୍ଟ ବୈଠକରେ ଖର୍ଗେଙ୍କ ଦାବି
- ସୁସ୍ଥ ହେଉଛନ୍ତି ଓରାଙ୍ଗଉଟାନ୍, ସୁହାଉଛି ଓଡ଼ିଶା ଜଳବାୟୁ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ
- ରୁଷରେ ଫସିଯାଇଛନ୍ତି ତେଲେଙ୍ଗାନାର ଚାରି ଯୁବକ; ଚାକିରି ନାଁରେ ସେନାରେ ଜବରଦସ୍ତି ଭର୍ତ୍ତି କରାଇଦେବା ଅଭିଯୋଗ
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ

Comments are closed.