ଆଠଗଡ଼: ହୋଟେଲରୁ ଜବତ ହେଲା ବ୍ରାଉନସୁଗର । କଟକ ଜିଲ୍ଲା ପୁରୁଣା କଟକ-ସମ୍ବଲପୁର ରାସ୍ତା ଆଙ୍କୁଲାଠାରେ ଥିବା ଏକ ହୋଟେଲ୍ରେ ଚଢ଼ାଉ କରି ବ୍ରାଉନସୁଗର ଜବତ କରିଛି କ୍ରାଇମ୍ବ୍ରାଞ୍ଚ ଏସଟିଏଫ୍ । ଜବତ ହୋଇଛି ୧୭୫ ଗ୍ରାମ୍ ବ୍ରାଉନ୍ସୁଗର । ଯାହାର ଆନୁମାନିକ ମୂଲ୍ୟ ୭ଲକ୍ଷରୁ ଅଧିକ ଟଙ୍କା ହେବ । ଏହି ଘଟଣାର ଏସଟିଏଫ୍ ହୋଟେଲ ମାଲିକଙ୍କ ସହ ଜଣେ କର୍ମଚାରୀଙ୍କୁ ଗିରଫ କରିଛି । ଅଧିକ ଖୋଳତାଡ ଜାରି ରହିଛି ।
BREAKING NEWS
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
- ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
Comments are closed.