ଭୁବନେଶ୍ୱର: ରାଜଧାନୀରୁ ବିପୁଳ ପରିମାଣର ବ୍ରାଉନସୁଗର ଜବତ । ୧୦୨ ଗ୍ରାମ ବ୍ରାଉନସୁଗର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ମାମଲାରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗର ମୂଲ୍ୟ ୧୦ଲକ୍ଷ ଟଙ୍କା ହେବ । ଗତକାଲି ଭୁବନେଶ୍ୱର ୟୁନିଟ୍ -୮ ଅଞ୍ଚଳରେ ଥିବା ନାରାୟଣ ବସ୍ତିରେ ଚଢ଼ାଉ କରି ଧଳା ଜହର ଜବତ କରିଛି ଏସଟିଏଫ୍ । ଗିରଫ ମହିଳାଙ୍କ ନିକଟରୁ ନଗଦ ୧୨ହଜାର ୫୮୦ ଟଙ୍କା ଜବତ କରାଯାଇଛି | ଏନେଇ କ୍ୟାପିଟାଲ ଥାନାରେ ରୁଜୁ ହୋଇଛି ମାମଲା ।
BREAKING NEWS
- India Issues Urgent Advisory: ‘ତୁରନ୍ତ ଇରାନ ଛାଡିଦିଅ ‘…ଭାରତୀୟ ଦୂତାବାସ ଜାରି କଲା ଆଡଭାଇଜରୀ
- ସଚିନଙ୍କ ଆଉ ଏକ ରେକର୍ଡ ଭାଙ୍ଗିଲେ କୋହଲି
- ମକର ସଂକ୍ରାନ୍ତିରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ରାହୁଲଙ୍କ ଶତକ: ନ୍ୟୁଜିଲାଣ୍ଡ ସମ୍ମୁଖରେ ୨୮୫ ରନର ଲକ୍ଷ୍ୟ ରଖିଲା ଭାରତ
- Telangana Stray Dogs Killing: ଧିକ୍ ମଣିଷ! ନିର୍ବାଚନ ପ୍ରତିଶ୍ରୁତି ପୂରଣ କରିବା ପାଇଁ ୫୦୦ କୁକୁରଙ୍କୁ ଦେଲେ ବଳି…କ୍ୟାମେରାରେ କଏଦ ହେଲା ଦୃଶ୍ୟ…
- ପଶ୍ଚିମବଙ୍ଗରେ ବ୍ୟାପୁଛି ନିପା ଭାଇରସ, ସତର୍କ ଓଡ଼ିଶା…
- Sukma Naxal Surrender:୨୯ ମାଓବାଦୀଙ୍କ ଆତ୍ମସମର୍ପଣ;ମୁଣ୍ଡରେ ଥିଲା ଦୁଇ ଲକ୍ଷ
- Russia Slams US Strike Threats: ମୁହାଁମୁହିଁ ଟ୍ରମ୍ପ – ପୁଟିନ; ହେବକି ଆଉ ଏକ ବିଶ୍ଵଯୁଦ୍ଧ?
- କିଏ ଏହି ମୁସଲିମ ବ୍ରଦରହୁଡ; ଯାହାକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା ଆମେରିକା
- PM Modi New Office: ବଦଳୁଛି ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟାଳୟ… ଜାଣନ୍ତୁ କେଉଁଠି ରହିବ ପ୍ରଧାନମନ୍ତ୍ରୀଙ୍କ ନୂତନ କାର୍ଯ୍ୟାଳୟ, କ’ଣ ରହିଛି ଏହାର ବୈଶିଷ୍ଟ୍ୟ…
Comments are closed.