ଭୁବନେଶ୍ୱର: ରାଜଧାନୀରୁ ବିପୁଳ ପରିମାଣର ବ୍ରାଉନସୁଗର ଜବତ । ୧୦୨ ଗ୍ରାମ ବ୍ରାଉନସୁଗର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ମାମଲାରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗର ମୂଲ୍ୟ ୧୦ଲକ୍ଷ ଟଙ୍କା ହେବ । ଗତକାଲି ଭୁବନେଶ୍ୱର ୟୁନିଟ୍ -୮ ଅଞ୍ଚଳରେ ଥିବା ନାରାୟଣ ବସ୍ତିରେ ଚଢ଼ାଉ କରି ଧଳା ଜହର ଜବତ କରିଛି ଏସଟିଏଫ୍ । ଗିରଫ ମହିଳାଙ୍କ ନିକଟରୁ ନଗଦ ୧୨ହଜାର ୫୮୦ ଟଙ୍କା ଜବତ କରାଯାଇଛି | ଏନେଇ କ୍ୟାପିଟାଲ ଥାନାରେ ରୁଜୁ ହୋଇଛି ମାମଲା ।
BREAKING NEWS
- Ganja Packed in Pickle Cans:ଆଚାର ଡବା ଭିତରେ ଗଞ୍ଜେଇ ଚାଲାଣ;୨ ଗିରଫ
- ନିର୍ବାଚନ କମିଶନଙ୍କୁ ନେଇ କ’ଣ ରହିଛି ବିବାଦ ? କିପରି ଟାର୍ଗେଟକୁ ଆସିଲେ CEC ଜ୍ଞାନେଶ କୁମାର
- ଭାରତ-ୱେଷ୍ଟଇଣ୍ଡିଜ ଦିନିକିଆ ସିରିଜ: ରୋହିତ, କୋହଲିଙ୍କ ଯୋଗୁ ଟିକେଟ ଚାହିଦା ବୃଦ୍ଧି
- ଓଲା, ଉବେରକୁ ଟକ୍କର ଦେବ ସ୍ୱଦେଶୀ ଆପ୍: ରାଜ୍ୟରେ ଶସ୍ତା ଓ ସୁରକ୍ଷିତ ଯାତ୍ରା ଯୋଗାଇବ ‘ଭାରତ ଟ୍ୟାକ୍ସି’
- ପିଆଜ, ଶାଗ ଓ ମୂଳାରେ ମିଳିଲା ବିପଜ୍ଜନକ ଧାତୁ: ବୈଜ୍ଞାନିକଙ୍କ ଚେତାବନୀ, ବଢ଼ିପାରେ କର୍କଟ ରୋଗର ବିପଦ
- ରାଜ୍ୟରେ ମହିଳା ଅସୁରକ୍ଷିତ, ନିରବ କାହିଁକି ସରକାର? ନବୀନଙ୍କ ନିର୍ଦ୍ଦେଶରେ କପିଳାସ ଯିବ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍
- ରାତିରେ ଉପକୂଳରେ ତାଣ୍ଡବ ରଚିପାରେ ବାତ୍ୟା: ସମୁଦ୍ର ଯିବାକୁ ବାରଣ, ଉଦ୍ଧାରକାରୀ ଦଳ ଆଲର୍ଟ ମୋଡ୍ରେ
- Asian Games 2026 badminton:ବ୍ରୋଞ୍ଜ ଜିତି ଇତିହାସ ସୃଷ୍ଟି କଲେ ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳ;୪୦ ବର୍ଷ ପରେ ଏସୀୟ କ୍ରୀଡ଼ାରେ ଏଭଳି ଘଟିଲା…
- ବିସିସିଆଇ ସମ୍ପାଦକଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବ ଆଇପିଏଲ୍ ଅକ୍ସନ୍
- ୨୮ ବର୍ଷ ତଳର ସେହି ସୁପରହିଟ୍ ଗୀତ: ଯାହା ଥିଲା ଦୂରଦର୍ଶନ ‘ରଙ୍ଗୋଲି’ର ଜୀବନ, ଆଜି ବି ଦର୍ଶକଙ୍କୁ କରୁଛି ଦିୱାନା

Comments are closed.