ବ୍ରହ୍ମପୁର : ବ୍ରହ୍ମପୁରରେ ଅଭାବନୀୟ ଘଟଣା । ସଦର ଥାନା ଝାଡଙ୍କୁଲି ଗାଁରେ ବାପା-ପୁଅଙ୍କୁ ମରଣାନ୍ତକ ଆକ୍ରମଣ । ବାପା-ପୁଅଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ଉଭୟ ବାପା-ପୁଅଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ବାପାର ମୃତ୍ୟୁ ହୋଇଛି । ସେହିପର ଗୁରୁତର ଥିବା ପୁଅଙ୍କୁ ଚିକିତ୍ସା କରାଯାଉଛି । ହତ୍ୟାକାଣ୍ଡର କାରଣ ଜଣାପଡିନଥିବା ବେଳେ, ପୋଲିସ ଘଟଣାର ତନାଘନା କରୁଛି ।
BREAKING NEWS
- ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା; ରୋଷେୟାକୁ ଗିରଫ କଲା ପୋଲିସ
- Fly Dubai Hijack Scare: ଜରୁରୀ ଅବତରଣ, ସେନାର ତଦନ୍ତ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ସହକାରୀ ନିର୍ଦ୍ଦେଶକଙ୍କ ରହିଛି ୪ କୋଠା, ୩୦ ପ୍ଲଟ…
- କିଚକେଶ୍ୱରୀ ମନ୍ଦିରର ଉନ୍ନତିକରଣ; କେନ୍ଦ୍ର ପକ୍ଷରୁ ୪୪.୯୧ କୋଟି ମଞ୍ଜୁର…
- ACF Soumya Ranjan death case:ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା:ପତ୍ନୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
- ହୁତୁହୁତୁ ହୋଇ ଜଳିଲା ବାଇକ୍ ଶୋ’ରୁମ୍
- SIR Declaration: ବିବାଦ ପରେ ନିର୍ବାଚନ କମିଶନଙ୍କ ବଡ ନିଷ୍ପତ୍ତି, ଫର୍ମ-୬ ସହ ଆଉ ଦେବାକୁ ପଡ଼ିବନି ଅତିରିକ୍ତ ଘୋଷଣା
- INDIA bloc Meet: ଦିଲ୍ଲୀରେ ବିରୋଧୀଙ୍କ ବଡ ବୈଠକ! SIR ବିବାଦ, CECଙ୍କ ଇସ୍ତଫା ନେଇ ତାତିଲା ରାଜନୀତି, ସରକାରଙ୍କୁ ଘେରିବାକୁ ବଡ ରଣନୀତି?
- ଗହୀରମଥାରୁ ୧୯ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ
- ବନ୍ୟାରେ ଉବୁଟୁବୁ ଭଦ୍ରକ, ଆଜି ୧୬୬ ସ୍କୁଲ ବନ୍ଦ…

Comments are closed.