Latest Odisha News

BREAKING NEWS

ଜେଲ ଗଲେ କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଭିଜିଲାନ୍ସରେ ଜାଲରେ ପଡିଥିବା କୋଟିପତି ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନଙ୍କୁ ଜେଲ ପଠାଯାଇଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ରବୀନ୍ଦ୍ର ୩ ତାରିଖ ଯାଏଁ ଜେଲରେ ରହିବେ ।

ରବୀନ୍ଦ୍ରଙ୍କର ଜବତ ସମ୍ପତ୍ତିର ମୂଲ୍ୟ ୬ କୋଟି ୫୮ ଲକ୍ଷ ଟଙ୍କା ହୋଇଥିବା ଆକଳନ କରିଛି ଭିଜିିଲାନ୍ସ । ମୋଟ ଆୟର ୨୪୧ ପ୍ରତିଶତ ବେଆଇନ ବୋଲି ଭିଡିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.