ମାଲକାନଗିରି : ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁରରେ ମାଓ ହିଂସା । ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ପୋରଣରେ ଦୁଇ ସିଆରପିଏଫ୍ ଯବାନ ଗୁରୁତର। ମୋଦକପାଲ୍ ଥାନା ଅନ୍ତର୍ଗତ ହାଲବାପଡ଼ା ଗାଁ ନିକଟରେ ହୋଇଛି ବିସ୍ପୋରଣ । ଆହତ ଯବାନଙ୍କୁ ବିଜାପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ଦୁଇ ଯବାନ ହେଉଛନ୍ତି ବାଲ କିଶାନ ଓ ସୋନିଦୁଲ୍ ଇସଲାମ୍ । ରାସ୍ତା ନିର୍ମାଣ କାମରେ ଯବାନ ମାନେ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଥିବା ବେଳେ ଏହି ବିସ୍ପୋରଣ ହୋଇଥିଲା । ସୂଚନା ଦେଲେ ବିଜାପୁର ଏସପି କୋମଳ ଲୋଚନ କାଶ୍ୟବ।
BREAKING NEWS
- ATCରେ ତ୍ରୁଟି, ବ୍ରିଟେନରେ ୧୦୦୦ ବିମାନ ବାତିଲ
- ବନ୍ୟା ପରେ ନେପାଳରେ ଭୂକମ୍ପ, ତୀବ୍ରତା ୫.୦…
- ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

Comments are closed.