ମାଲକାନଗିରି: ଯବାନଙ୍କୁ ଟାର୍ଗେଟ କରି ନକ୍ସଲ ବାହିନୀ ଲଗାଇଥିଲା ଲ୍ୟାଣ୍ଡମାଇନ୍ । ନିଷ୍କ୍ରିୟ କଲା ସିଆରପିଏଫ୍ ବାହିନୀ । ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ଏହି ଘଟଣା ସାମ୍ନାକୁ ଆସିଛି । ମାଓ ପ୍ରବଣ ଇଲାକା ମିନପାଠାରୁ ବୁର୍କାପାଲ ପର୍ଯ୍ୟନ୍ତ ଚାଲିଥିବା ରାସ୍ତା କାମରେ ଯବାନ ନିୟୋଜିତ ଥିଲେ । ତାଜା ସୂଚନା ଅନୁଯାୟୀ ଆଜି ସକାଳେ ରାସ୍ତାରେ ଲାଗିଥିବା ଲ୍ୟାଣ୍ଡମାଇନକୁ ଯବାନମାନେ ଡିଟେକ୍ଟର ସହାୟତାରେ ଠାବ କରିଥିଲେ । ତନାଘନାରେ ମିଳିଥିବା ୧୦ କିଗ୍ରାରୁ ଅଧିକ ଲ୍ୟାଣ୍ଡମାଇନକୁ ବିସ୍ଫୋରଣ ଜରିଆରେ ନଷ୍ଟ କରିଛନ୍ତି ସିଆରପିଏଫ ଯବାନ । 
BREAKING NEWS
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
Comments are closed.