ଗୋଇପଟାସ୍ଥିତ ସିଆରପିଏଫ୍ କ୍ୟାମ୍ପରେ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଲାଞ୍ଜି ପଞ୍ଚାୟତର ୧୨ଟି ଗ୍ରାମର ୧୦୦ ଜଣ ଗରିବ ଲୋକଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଓଡିଶା ସେକ୍ଟର ଭୁବନେଶ୍ୱର ଏବଂ ସମ୍ବଲପୁରର ୧୨ର୍ଥ ବାଟାଲିୟନ ସିଆରପିଏଫ କମାଣ୍ଡା ନନ୍ଦ କିଶୋର କୁମାର ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ୧୨ର୍ଥ ବାଟାଲିଅନ ସିଆରପିଏଫର ଦ୍ୱିତୀୟ କମାଣ୍ଡାଣ୍ଟ ଅଧିକାରୀ ଏନ୍ ରତନ କୁମାର ସିଂଙ୍କ ତତ୍ୱାବଧାନରେ ଆୟୋଜିତ ଶିବିରରେ ସମ୍ମାନିତ ଅତିଥି ଭାବେ ଲାଞ୍ଜି ସରପଞ୍ଚ ଯମୁନା ମାଝୀ, ଲାଞ୍ଜି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମ ଚନ୍ଦ୍ର ମଲ୍ଲିକ, ଏସବିଆଇ ଶାଖା ପରିଚାଳକ ସଂଖ୍ୟା ଚରଣ ବେଶ୍ରାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଏହାକୁ କାମାଣ୍ଡୋ ମିତ୍ରଭାନୁ ମହନ୍ତ ପରିଚାଳନା କରିଥିଲେ । ଭାରତ ସରକାର ତଥା ରାଜ୍ୟ ସରକାରଙ୍କ ଜନ କଲ୍ୟାଣକାରୀ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା ।
BREAKING NEWS
- ଜେଲେନସ୍କିଙ୍କୁ ସମାଲୋଚନା କଲେ ଟ୍ରମ୍ପ: ନୂତନ ରାଷ୍ଟ୍ରପତି ଆସିବାର ସମୟ ଆସିଯାଇଛି
- ଭୋଟର ତାଲିକାରେ ନାମ ସାମିଲ ପାଇଁ ସ୍ୱତନ୍ତ୍ର ଅଭିଯାନ;ଯୁବ ଭୋଟରମାନଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ
- Attack on Airport:ସାଉଦି ଆରବ ଉପରେ ହୁତି ବିଦ୍ରୋହୀଙ୍କ ଆଉ ଏକ ଆକ୍ରମଣ;ବିମାନବନ୍ଦରକୁ କରାଗଲା ଟାର୍ଗେଟ
- ୧୪ ବର୍ଷରେ ୬.୮ ଲକ୍ଷ ପେଙ୍ଗୁଇନ୍ ଗାଏବ ! ଆଣ୍ଟାର୍କଟିକାର ସର୍ବବୃହତ କଲୋନୀରେ ଘଟିଲା କ’ଣ ?
- ରୋନାଲ୍ଡୋଙ୍କ ଉପରେ ବଡ଼ କାର୍ୟ୍ୟାନୁଷ୍ଠାନ: ଏଫପିଏଫ ପକ୍ଷରୁ ଅସ୍ଥାୟୀ ଭାବେ କରାଗଲା ସସପେଣ୍ଡ
- ଜେଏସ୍ଡବ୍ଲ୍ୟୁ ଷ୍ଟିଲର ଓଡ଼ିଶା ଖଣି ବିଭାଗ ପକ୍ଷରୁ ‘ମାନସିକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମ ଆୟୋଜିତ
- ସଚିନଙ୍କ ପୁଅଙ୍କ ସହ ଅନ୍ୟାୟ ! ୫୦ ୱିକେଟ୍ ନେବା ପରେ ମଧ୍ୟ ଅର୍ଜୁନଙ୍କୁ ଗୋଆ ଦଳରୁ କରାଗଲା ବାହାର
- ସାମୀଙ୍କ ବଡ଼ ବୟାନ: ଟିମ୍ ଇଣ୍ଡିଆରେ ଚୟନ ନହେବା ମୋ ପାଇଁ କୌଣସି କ୍ଷତି ନୁହେଁ
- ଅଭିଜିତ୍ ଦୀପକେଙ୍କ ଜେଜେ ମା’ଙ୍କ ଦେହାନ୍ତ, ଏଭଳି କହିଲା ଦିଲ୍ଲୀ ପୋଲିସ…
- CJP Delhi protest: କକ୍ରୋଚ ପ୍ରତିବାଦରେ ସାମିଲ ଓକିଲ ଅଟକ, CJI କହିଲେ…

Comments are closed.