ନୂଆଦିଲ୍ଲୀ: ବାତିଲ ହେଲା ସିଟିଇଟି ପରୀକ୍ଷା ।ସିବିଏସ୍ଇ ପକ୍ଷରୁ ଗୁରୁବାର ଦିନ ସମସ୍ତ ପରୀକ୍ଷା ବାତିଲ ହୋଇଥିବା ବେଳେ ଆଜି ସିଟିଇଟି ପରୀକ୍ଷାକୁ ବାତିଲ କରାଯାଇଥିବା ସୂଚନା ମିଳିଛି । କରୋନା ସଂକଟରେ ସାମାନ୍ୟ ସୁଧାର ଆସିବା ପରେ ପରୀକ୍ଷା କେବେ ହେବ ସେନେଇ ନିଷ୍ପତ୍ତି ନିଆଯିବ ବୋଲି କୁହାଯାଇଛି ।
ପୂର୍ବରୁ ଏହା ଜୁଲାଇ ୫ ତାରିଖରେ ସିଟିଇଟି ପରୀକ୍ଷା କରିବା ପାଇଁ ସ୍ଥିର ହୋଇଥିଲା ।
ଅନୁକୂଳ ବାତାବରଣ ହେଲେ ପରୀକ୍ଷା ତାରିଖ ଧାର୍ଯ୍ୟ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ଏହା ସମ୍ପର୍କରେ ଅଧିକ ସୂଚନା ପାଇଁ ସିଟିଇଟି ୱେବସାଇଟ ଦେଖିବାକୁ ସିଟିଇଟି ନିର୍ଦେଶକ ତଥା ସିବିଏସଇ ସଚିବ ଅନୁରାଗ ତ୍ରିପାଠୀ କହିଛନ୍ତି।
BREAKING NEWS
- Nuakhai 2026: ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ
- ବ୍ରାଣ୍ଡ ” ବୈଭବ ” ବିଜ୍ଞାପନ ପାଇଁ ଦିନକୁ ଦେଢ଼ କୋଟି ରୁ ୨ କୋଟି ରୋଜଗାର
- ଏୟାର ଇଣ୍ଡିଆକୁ କାରଣ ଦର୍ଶାଅ ନୋଟିସ୍, ଜାଣନ୍ତୁ କଣ ରହିଛି କାରଣ…
- ୧୯ରୁ ଫେରିଯିବ ମୌସୁମୀ ବାୟୁ…
- ଆକାଶରେ ବିରଳ ଦୃଶ୍ୟ, ଚନ୍ଦ୍ର ପଛରେ ଲୁଚିଗଲା ଶୁକ୍ର
- ନୂଆଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା; ଜାଣନ୍ତୁ କାହିଁକି ଧୁମଧାମରେ କରାଯାଏ ପାଳନ
- ଢାକା ବିଶ୍ୱବିଦ୍ୟାଳୟରେ ଫୋଟୋ ବିବାଦ: ବଙ୍ଗବନ୍ଧୁ ଆଉଟ୍, ଜିନ୍ନା ଇନ୍
- ୮ ମାସରେ ସର୍ବୋଚ୍ଚ ସ୍ଥିତିରେ ଖୁଚୁରା ମୁଦ୍ରାସ୍ଫୀତି, ଅଗଷ୍ଟରେ ଛୁଇଁଲା ୪.୮%
- Foreigners bypass immigration:ବିମାନବନ୍ଦରରେ ବଡ଼ ଧରଣର ତ୍ରୁଟି;ଇମିଗ୍ରେସନ୍ ପ୍ରକ୍ରିୟାକୁ ଏଡ଼ାଇ ଯାତ୍ରା କଲେ ୩ ଇଟାଲୀୟ ଯାତ୍ରୀ,ମନ୍ତ୍ରଣାଳୟ ଜବାବ ମାଗିଲା
- ଗଣେଶ ପୂଜାରେ ଅଘଟଣା: ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ, ଜଳିପୋଡ଼ି ପାଉଁଶ ହେଲା ସବୁ ସାଜସଜ୍ଜା

Comments are closed.