Latest Odisha News

BREAKING NEWS

ଜଗତସିଂହପୁର ଜିଲ୍ଲାରେ ୧୨ ଘଣ୍ଟିଆ କର୍ଫ୍ୟୁ

ଜଗତସିଂହପୁର: କରୋନା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ବଡ ନିଷ୍ପତ୍ତି । ଜଗତସିଂହପୁର ଜିଲ୍ଲାରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏଁ ଲାଗିଲା କର୍ଫ୍ୟୁ ।

ଲକଡାଉନ୍ ଯାଏ ଲାଗିଲା କଟକଣା । ଏହି ସମୟ ଭିତରେ କେବଳ ଅତ୍ୟାବଶ୍ୟକ ସେବା ବ୍ୟତୀତ ଆଉ ସବୁ ଦୋକାନ ବନ୍ଦ ରହିବ ।

ପରବର୍ତ୍ତୀ ନିଷ୍ପତ୍ତି ଯାଏଁ ଜିଲ୍ଲାରେ ବଳବତ୍ତର ରହିବ କର୍ଫ୍ୟୁ । ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ।

Leave A Reply

Your email address will not be published.