କଟକ: ସିଲ୍ ହେଲା କଟକର ୬ଟି ଦୋକାନ । ସାମାଜିକ ଦୂରତା ନିୟମ ଉଲଂଘନ ଅଭିଯୋଗରେ ୬ଟି ଦୋକାନକୁ ସିଲ୍ କଲା କଟକ ମହାନଗର ନିଗମ। ସହରରେ ଥିବା ୨ ଟି କପଡା ଦୋକାନ, ବାଦାମବାଡିରେ ଥିବା ୨ଟି ମୋବାଇଲ ଦୋକାନ, ଏକ ସୁଇଟ୍ସ ଷ୍ଟଲ ଏବଂ ଅନ୍ୟ ଏକ ଦୋକାନକୁ ସିଲ କରିଛି ସିଏମସି। ସହରରେ ସାମାଜିକ ଦୂରତ୍ବ ରକ୍ଷା କରୁନଥିବା ଦୋକାନକୁ ଯାଞ୍ଚ କରି ସିଲ୍ କରିବା ପାଇଁ ସିଏମସି ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ୍ ଗଠନ କରାଯାଇଛି।
BREAKING NEWS
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- କମାଣ୍ଡର ଚେଲ୍ଲୁରି ନାରାୟଣ ରାଓଙ୍କ ସମେତ ୮ ନକ୍ସଲଙ୍କ ଆତ୍ମସମର୍ପଣ ,ମୁଣ୍ଡରେ ଥିଲା ୨୫ଲକ୍ଷ
Comments are closed.