Latest Odisha News

BREAKING NEWS

କୋଭିଡ ନିୟମ ଉଲ୍ଲଙ୍ଘନ: ୬ଟି ଦୋକାନ ସିଲ୍ କଲା ସିଏମ୍‌ସି

କଟକ: ସିଲ୍ ହେଲା କଟକର ୬ଟି ଦୋକାନ । ସାମାଜିକ ଦୂରତା ନିୟମ ଉଲଂଘନ ଅଭିଯୋଗରେ ୬ଟି ଦୋକାନକୁ ସିଲ୍ କଲା କଟକ ମହାନଗର ନିଗମ। ସହରରେ ଥିବା ୨ ଟି କପଡା ଦୋକାନ, ବାଦାମବାଡିରେ ଥିବା ୨ଟି ମୋବାଇଲ ଦୋକାନ, ଏକ ସୁଇଟ୍ସ ଷ୍ଟଲ ଏବଂ ଅନ୍ୟ ଏକ ଦୋକାନକୁ ସିଲ କରିଛି ସିଏମସି। ସହରରେ ସାମାଜିକ ଦୂରତ୍ବ ରକ୍ଷା କରୁନଥିବା ଦୋକାନକୁ ଯାଞ୍ଚ କରି ସିଲ୍ କରିବା ପାଇଁ ସିଏମସି ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି।

Leave A Reply

Your email address will not be published.