କଟକ: କଟକର ପ୍ରଥମ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ୧୯ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି । ଏନେଇ କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।
ଗଲା ତିନି ଦିନ ତଳେ କଟକ ସହରର ପଟ୍ଟାପୋଲାର ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏହି ବ୍ୟକ୍ତି ଜଣକ ୧୯ ଜଣଙ୍କ ସଂସ୍ପର୍ଶରେ ଆସିଥିବା ନେଇ ପ୍ରାରମ୍ଭିକ ପର୍ଯ୍ୟାୟରେ ଜଣାପଡିଥିଲା । ଏହାପରେ ସେମାନଙ୍କ ନମୂନା ସଂଗ୍ରହ କରାଯାଇଥିଲା । ଆଜି ସେହି ୧୯ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଥିବା ନେଇ କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ତେବେ ବତର୍ତ୍ତମାନ ସୁଦ୍ଧା ସହରର ୧୧୦ ଜଣ କ୍ୱାରେଣ୍ଟାଇନରେ ଥିବା ସିଏମ୍ସି କମିଶନର ଅନନ୍ୟା ଦାସ ସୂଚନା ଦେଇଛନ୍ତି ।
BREAKING NEWS
- ଓଡ଼ିଶାରେ ମୈତ୍ରୀ ଆନ୍ଦୋଳନ: ଏକ ବିହଙ୍ଗାବଲୋକନ
- ନଦୀକୁ ଡେଇଁ ଆତ୍ମହତ୍ୟା ଘଟଣା;ଟୁଇନସିଟିରେ ୫ବର୍ଷରେ ୫୫ ଜୀବନ….
- ବିକ୍ରମ ପଣ୍ଡାଙ୍କ ବିରୋଧରେ ପୁଣି ରୁଜୁ ହେଲା ନୂଆ ମାମଲା, ସାକ୍ଷୀଙ୍କୁ ଧମକ ଦେବା ଅଭିଯୋଗ
- କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ; ମୃତଦେହ ଧରି ପରିବାରର ଧାରଣା
- ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଏବଂ ଟି୨୦ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା
- ଗାଜାରେ ଯୁଦ୍ଧବିଧ୍ୱସ୍ତ ବିଲ୍ଡିଂ ଭୁସୁଡିବାରୁ ୨୧ରୁ ଅଧିକ ମୃତ
- Herbal garden:ଲୁଣା ନଦୀକୂଳରେ ହେବ ହର୍ବାଲ ଗାର୍ଡେନ;ସଂରକ୍ଷିତ ହେବ ଔଷଧୀୟ ଉଦ୍ଭିଦ,ଶିକ୍ଷଣୀୟ ଉଦ୍ଦେଶ୍ୟରେ ବିକଶିତ…
- ଏସିଆନ ଗେମ୍ସ: ଗଙ୍ଗା ନଦୀକୁ ଡେଇଁ ପଡିଥିଲେ ସନ୍ତରଣରେ ଭାରତ ପାଇଁ ପଦକ ଜିତିଥିବା ସଚିନ
- Pak Shahzad Bhatti Network:ଶାହଜାଦ ଭଟ୍ଟି ନେଟୱାର୍କକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା; UAPA ଅଧୀନରେ…
- ଡବ୍ଲ୍ୟୁପିଏଲ ୨୦୨୭, ଆଇପିଏଲ ଅକ୍ସନକୁ ନେଇ ବିସିସିଆଇର ବଡ଼ ନିଷ୍ପତ୍ତି

Comments are closed.