ଭୁବନେଶ୍ୱର : ସାଇବର ଠକ ହାବୁଡରେ ଆଇପିଏସଙ୍କ ପତ୍ନୀ । ଗତ ଦୁଇ ବର୍ଷ ଭିତରେ ଆଇପିଏସ୍ ସୁଶାନ୍ତ ନାଥଙ୍କ ସ୍ତ୍ରୀଙ୍କ ଆକାଉଣ୍ଟରୁ ୧୦ ଲକ୍ଷ ଟଙ୍କା କୁଆଡେ ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି । ଏନେଇ କଟକ ସାଇବର ଥାନାରେ ଅଭିଯୋଗ କରିଛନ୍ତି ସୁଶାନ୍ତ ନାଥଙ୍କ ପତ୍ନୀ ଅନୁଜା ତ୍ରିପାଠୀ । ଅନୁଜା ଅଭିଯୋଗ କରିଛନ୍ତି କି ତାଙ୍କ ଏସବିଆଇ ଆକାଉଣ୍ଟରୁ ଟଙ୍କା ସାଇବର ଠକ ମାନେ ଲୁଟି ନେଇଛନ୍ତି । ଅନୁଜାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଏତେ ପରିମାଣର ଟଙ୍କା କିପରି ଗାୟବ ହେଲା ସେନେଇ ତଦନ୍ତ ଚଳାଇଛି ପୋଲିସ ।
BREAKING NEWS
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
- ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
- Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ
- ଇରାନରେ ବଢୁଛି ହିଂସା; କାଲିଠୁ ଉଦ୍ଧାର ହେବେ ଭାରତୀୟ..
- group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
- ଆଉ ଜଣେ ଠକ ଡାକ୍ତର ଗିରଫ; ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ
- ଘରେ ଅଗ୍ନିକାଣ୍ଡ ଘଟି ତିନି ଜଣ ଶିଶୁଙ୍କ ସମେତ ୬ଜଣ ଜୀବନ୍ତ ଦଗ୍ଧ
- ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟ: ଆମେରିକାକୁ ହରାଇ ବିଜୟ ଅଭିଯାନ ଆରମ୍ଭ କଲା ଭାରତ
- ସାଉଦି ଆରବର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ପରଲୋକ, ୧୧୦ ବର୍ଷରେ ହୋଇଥିଲେ ବାପା
Comments are closed.