ଭୁବନେଶ୍ୱର : ସାଇବର ଠକ ହାବୁଡରେ ଆଇପିଏସଙ୍କ ପତ୍ନୀ । ଗତ ଦୁଇ ବର୍ଷ ଭିତରେ ଆଇପିଏସ୍ ସୁଶାନ୍ତ ନାଥଙ୍କ ସ୍ତ୍ରୀଙ୍କ ଆକାଉଣ୍ଟରୁ ୧୦ ଲକ୍ଷ ଟଙ୍କା କୁଆଡେ ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି । ଏନେଇ କଟକ ସାଇବର ଥାନାରେ ଅଭିଯୋଗ କରିଛନ୍ତି ସୁଶାନ୍ତ ନାଥଙ୍କ ପତ୍ନୀ ଅନୁଜା ତ୍ରିପାଠୀ । ଅନୁଜା ଅଭିଯୋଗ କରିଛନ୍ତି କି ତାଙ୍କ ଏସବିଆଇ ଆକାଉଣ୍ଟରୁ ଟଙ୍କା ସାଇବର ଠକ ମାନେ ଲୁଟି ନେଇଛନ୍ତି । ଅନୁଜାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଏତେ ପରିମାଣର ଟଙ୍କା କିପରି ଗାୟବ ହେଲା ସେନେଇ ତଦନ୍ତ ଚଳାଇଛି ପୋଲିସ ।
BREAKING NEWS
- ଚୌଦ୍ୱାର ଜେଲରୁ ବିହାରୀ କଏଦୀ ଚମ୍ପଟ ଘଟଣା; ଗିରଫ ହେଲେ ଜେଲ୍ ଅଧୀକ୍ଷକ
- ଅଭିଶପ୍ତ ଗଜଲ : ଇନ୍ସା-ଜୀ ଉଠୋ ଅବ୍ କୁଚ୍ କରୋ !
- Online betting fraud: ଅନଲାଇନ୍ ବେଟିଂ ଆପ୍ ରାକେଟର ପର୍ଦ୍ଦାଫାସ: ୩ ଗିରଫ,୭୮ ଏଟିଏମ୍ କାର୍ଡ ଜବତ
- ବ୍ରିକ୍ସ ଦେଶରେ ବଢୁଛି ‘ମେଡ୍ ଇନ୍ ଇଣ୍ଡିଆ’ର ଚାହିଦା: ଚୀନକୁ ଭାରତର ରପ୍ତାନି ୩୯ ପ୍ରତିଶତ ବୃଦ୍ଧି
- ରାହୁଲ ଗାନ୍ଧୀଙ୍କ ମଞ୍ଚରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମିମିକ୍ରି: ରାଜନୈତିକ ବୟାନବାଜି ଜୋର, ବିଜେପିର ତୀବ୍ର ନିନ୍ଦା
- ଖଣି ଆଇନ ସଂଶୋଧନ ପ୍ରସଙ୍ଗ: ସ୍ୱତନ୍ତ୍ର ବିଧାନସଭା ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି
- ଭୁବନେଶ୍ୱରରେ ଅଭାବନୀୟ ଘଟଣା: ଧାର ନେଇଥିବା ୭ ଲକ୍ଷ ଟଙ୍କା ଫେରାଇଲେନି ସାଙ୍ଗ, ଜୀବନ ହାରିଲେ ଯୁବକ
- ହମିଦ ଅନସାରୀଙ୍କ ବୟାନ ଉପରେ ବର୍ଷିଲା ବିଜେପି; କହିଲା, ‘କଂଗ୍ରେସର ହିନ୍ଦୁ ବିରୋଧୀ ନୀତି ପଦାରେ ପଡ଼ିଲା’
- ୯ ଲକ୍ଷ ବଜେଟ୍, ୪୦ ଲକ୍ଷ ରୋଜଗାର: ରାମାନନ୍ଦ ସାଗରଙ୍କ ‘ରାମାୟଣ’ କିପରି ରଚିଥିଲା ଅର୍ଥନୈତିକ ଇତିହାସ
- ଟପ୍ ସିଙ୍ଗର ଥିଲେ, ତଥାପି ଲାଗିଲା ବ୍ୟାନ୍: ଜାଣନ୍ତୁ ୧୯୭୫ ମସିହାରେ କିଶୋର କୁମାରଙ୍କ ସହ କ’ଣ ଘଟିଥିଲା

Comments are closed.