ପୁରୀ : ଅଲିମ୍ପିକ୍ସରେ ଭାଗ ନେଉଥିବା କ୍ରୀଡାବିତ୍ ଙ୍କୁ ଉତ୍ସାହିତ କରିବା ପାଇଁ ଉର୍ଜାବାନ ଓଡିଶା ତରଫରୁ ସାଇକେଲ ଶୋଭାଯାତ୍ରା l ଟୋକିଓ ଠାରେ ଅନୁଷ୍ଠିତ ଅଲିମ୍ପିକ୍ସରେ ଭାଗନେଉଥିବା ଭାରତୀୟ କ୍ରୀଡାବିତଙ୍କୁ ଉତ୍ସାହିତ କରିବା ପାଇଁ ଆଜି “ଉର୍ଜାବାନ ଓଡିଶା” ତରଫରୁ ଶ୍ରୀମନ୍ଦିରଠାରୁ ଗୁଣ୍ଡିଚା ମନ୍ଦିର ଯାଏ ଏକ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l କରୋନା ମହାମାରୀ ଯୋଗୁଁ ଗତ ବର୍ଷ ସ୍ଥଗିତ ଥିବା ଏହି କ୍ରୀଡା ମହାକୁମ୍ଭ ରେ ଏ ବର୍ଷ ଭାରତୀୟ କ୍ରୀଡାବିତ ଙ୍କ ସଫଳତା ଦେଶ ପାଇଁ ସ୍ଵର୍ଣ୍ଣିମ ମୁହୂର୍ତ୍ତ ଆଣିଛି l ଉକ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସଂସ୍କୃତ ବିଶ୍ଵବିଦ୍ୟାଳୟର ଛାତ୍ରୀ ସମାଜସେବୀ ଉପସ୍ଥିତ ଥିଲେ l
BREAKING NEWS
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- ଭାମଶୀଙ୍କ ଫିଲ୍ମରେ ଅଭିନୟ କରିବେ ସଲମାନ
- Nishikant Dubey: ଦେଶବାସୀଙ୍କ ପାଖରେ ଦୁବେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି
Comments are closed.