କଟକ: ସାମୁଦ୍ରିକ ଝଡ ତଥା ମହାବାତ୍ୟା ‘ଅମ୍ଫାନ’ ପ୍ରଭାବ ପୁରା ଉତ୍ତର ଓଡ଼ିଶାରେ ପଡିଛି । ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ସାଙ୍ଗକୁ ପବନ ଲାଗି ରହିଛି । ଫଳରେ ଅଧିକ ପବନ ବହିବା ଯୋଗୁଁ ଅନେକ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ମଧ୍ୟ ହୋଇଛି ।
କଟକ ସହରରେ ମଧ୍ୟ ବାତ୍ୟା ଅମ୍ଫାନର ପ୍ରଭାବ ପଡିଛି । ଏଠାରେ ବର୍ଷା ଓ ଜୋର୍ରେ ପବନ ଯୋଗୁଁ ବିଭିନ୍ନ ବଡ ବଡ ଗଛ ଉପୁଡି ପଡିଛି । ଫଳରେ ରାସ୍ତାରେ ଅବରୋଧ ହୋଇଛି । ଓଡ୍ରାଫ ଓ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଂଚି ତୁରନ୍ତ ଉପୁଡି ପଡିଥିବା ଗଛକୁ କାଟି ରାସ୍ତାରୁ ସଫା କରିଛନ୍ତି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.