ଭୁବନେଶ୍ୱର: ଆରବ ସାଗର ପରେ ବଙ୍ଗୋପସାଗରରେ ଆଶୁଛି ବାତ୍ୟା ୟଶ । ଦିନେ ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ତାପରେ ଡିପ୍ରେସନ୍ ଓ ପରବର୍ତ୍ତୀ ୭୨ ଘଣ୍ଟାରେ ସାଇକ୍ଲୋନ୍ ସୃଷ୍ଟି ହେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ବାତ୍ୟା ୟଶ କୁଆଡ଼େ ମୁହାଇଁଇବ ? ଓଡ଼ିଶା, ପଶ୍ଚିମବଙ୍ଗ ନା ବାଂଲାଦେଶ ? ବର୍ତ୍ତମାନ ସୁଦ୍ଧା ଆଇଏମଡି ପକ୍ଷରୁ ଗତିପଥ ଓ ଲ୍ୟାଣ୍ଡଫଲ ନେଇ କୌଣସି ସଠିକ୍ ପୂର୍ବାନୁମାନ କରାଯାଇନି । ୨୨ ତାରିଖରେ ଲଘୁଚାପ ବଳୟ ସୃଷ୍ଟି ପରେ ସ୍ପଷ୍ଟ ହେବ ଗତିପଥ ।
ସ୍ପଷ୍ଟ ହୋଇନି ଗତିପଥ
ତେବେ ବିଭିନ୍ନ ପାଣିପାଗ ସଂସ୍ଥାର ପୂର୍ବାନୁମାନ କହୁଛି, ବାତ୍ୟା ୟଶ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପୂଳରେ ସ୍ଥଳଭାଗ ଛୁଇଁପାରେ । ଆସନ୍ତା ୨୬ ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି କୁହାଯାଉଛି । ଓଡ଼ିଶାରେ କିନ୍ତୁ ଏହାର ପ୍ରଭାବ ପଡ଼ିପାରେ । ୨୫ ତାରିଖ ବେଳକୁ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବ । କିଛି ସ୍ଥାନରେ ପ୍ରବଳ ବର୍ଷିପାରେ ବୋଲି ଆଇଏମଡି କହିଛି । ସେହିପରି ପଶ୍ଚିମବଙ୍ଗ ସରକାର ବି ସତର୍କ ହେଲେଣି । ମୁକାବିଲା ପାିଁ ପ୍ରଶାସନିକସ୍ତରରେ ଆରମ୍ଭ ହେଲାଣି ପ୍ରସ୍ତୁତି ।
BREAKING NEWS
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ
- ପାକିସ୍ତାନରେ ଆତଙ୍କବାଦର ତାଣ୍ଡବ: ମାତ୍ର ୯ ମାସରେ ଟଳିଲେଣି ୧୦୦୦ରୁ ଅଧିକ ସୈନ୍ୟ
- ଦୁଇ ଝାରଖଣ୍ଡ ଡକାୟତଙ୍କୁ ଧରିଲା ଓଡ଼ିଶା ପୋଲିସ; ଗୁଳି ଓ ମାରଣାସ୍ତ୍ର ଜବତ

Comments are closed.